ପୋଲସରା ବ୍ଲକ୍ ଅନ୍ତର୍ଗତ ଭାବରଡ଼ା ଗ୍ରାମର ସୁବାଷ ବେହେରା (ବୟସ - ୫୦) ଆକସ୍ମିକ ମୃତ୍ୟୁ ବରଣ କରିଛନ୍ତି। ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନ କୁ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।
#socialservice #odianews #amatvkhabar