ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ କରଚୁଲି ଗ୍ରାମ ଠାରେ " ଆମ ଓଡ଼ିଶା ନବୀନ ଓଡ଼ିଶା " ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ସଚେତନତା ଶିବିର କାର୍ଯ୍ୟକ୍ରମ ରେ ଯୋଗ ଦେଇଛନ୍ତି।ଜନ ପ୍ରତିନିଧି ଓ ଜନସାଧାରଣ ଉପସ୍ଥିତ ଥିଲେ।
#odianews #baguda #politicalnews